Tagged: କବିସୂର୍ଯ୍ୟ ବଳଦେବ ରଥ

ଆଜ ଏକି ଗୁମାନରେ

ଆଜ ଏ କି ଗୁମାନରେ (ଚନ୍ଦ୍ରାନନା) ଦେଖି ନାହିଁ ସ୍ବପନରେ  ||ପଦ|| ସୁନ୍ଦର ରଦବାସ, ମନ୍ଦାର ଦଳେ ହାସ- କୁନ୍ଦକୁ ପରକାଶ, କୁନ୍ଦନାଙ୍ଗୀ ମୋ ଧନି! ତୁ ସିନା ମୋର ପ୍ରାଣ, ରମଣୀଗଣ ରାଣ, ରାଣ ଅଛିଟି ମାଣ- ବକ ମୃଗାକ୍ଷୀ ଜାଣ, ଦାରୁଣ ସ୍ମର ରାଣ,...

ଜଗତେ କେବଳ

ଜଗତେ କେବଳ, ଜନେ ହସିବେ ଏହି ତହୁଁ ଫଳ | କଟିଳ କରି ସ୍କନ୍ଧ ରୋମରାଜି, ଶିଖରୀ ଦରୀରେ ମରୁ ଗରଜି କୁଟିଳ କରି ଭ୍ରୁକୁଟିକୁ ଚାହୁଁ, ସରମା କଣ୍ଠିରବ ହେବ କାହୁଁ | ଅଲକତ ଦ୍ରବ ନୟନେ ବୋଳି, ରସାଳ ଗହଳ ଶାଖାରେ ଖେଳି କବଳ କରୁ ତା...