Tagged: ଗଳ୍ପ

ବୁଢ଼ାଶଙ୍ଖାରି

ପ୍ରାୟ ଫଗୁଣ ମାସ ଶେଷ ସରିକି, ଉଦୁଉଦିଆ ଖରାବେଳେ ବୁଢ଼ାଟିଏ ଗୋଟିଏ ଗାଁ ମଝିରେ ଯାଉଥିଲା । ଷାଠିଏ ବରଷର ବୁଢ଼ା, ଦାନ୍ତଗୁଡ଼ାକ ସବୁ ପଡ଼ିଗଲାଣି, ମୁଣ୍ଡବାଳ ତେଣିକି ଥାଉ, ଛାତି ବାଳଗୁଡ଼ାକ ପାଚି ଧୋବ ଫରଫର ଦିଶୁଛି । ବୁଢ଼ା ମୁଣ୍ଡରେ ଗୋଟିଏ ଟୋକେଇ, ଧୂଳିରେ...