Tagged: Manabodha Chautisa

ମନବୋଧ ଚଉତିସା

କହଇ ମନ ଆରେ ମୋ ବୋଲ କର, କଳା ଶ୍ରୀମୁଖ ବାରେ ଦେଖିବା ଚାଲ | କେତେ ଦିନକୁ ମନ ବାନ୍ଧିଛୁ ଆଣ୍ଟ, କି ଘେନି ଯିବୁ ତୋର ଛୁଟିଲେ ଘଟ ||୧|| ଖଣ୍ଡି ଯେ ଖଣ୍ଡି ତୋର ପିଞ୍ଜରା କାଠି, ଖାଉଣ ଥିବେ ଶ୍ଵାନ ଶୃଗାଳ ବାଣ୍ଟି |...